www.samajalive.in
Sunday, December 7, 2025
26.1 C
Bhubaneswar

ସ୍କୁଟି-ବସ୍ ଧକ୍କା: ଦୁଇ ସ୍କୁଟି ଆରୋହୀ ମୃତ

ଆସିକା: ଆସିକାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍କୁଟିକୁ ବସ୍ ମୁହାଁମୁହିଁ ଧକ୍କା ଦେଇଛି। କୋଟିନଡା ଥାନା କଲେଜ ଛକ ନିକଟରେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦୁର୍ଘଟଣାରେ ଘଟଣାସ୍ଥଳରେ ସ୍କୁଟି ଆରୋହୀଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ବସ୍‌ ଥିବା ଯାତ୍ରୀମାନେ ସୁରକ୍ଷିତ ଥିବା ଜଣାପଡିଛି। ମୃତକଙ୍କ ପରିଚୟ ବର୍ତ୍ତମାନ୍ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ସେପଟେ ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ବସ୍ ଡ୍ରାଇଭରକୁ ଅଟକ ରଖି ଅଧିକ ତଦନ୍ତ କରୁଛି। ବସ୍‌ଟି ଆସିକାରୁ ଭୁବନେଶ୍ବର ଅଭିମୁଖେ ଆସିବାବେଳେ ଏଭଳି ଅଘଟଣ ଘଟିଛି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories