www.samajalive.in
Saturday, December 13, 2025
23.1 C
Bhubaneswar

ବିଜେଡିରେ ମିଶିଲେ ବିପ୍ଳବ ଜେନା

ଭୁବନେଶ୍ବର: ଅନୁଗୁଳ ଜିଲାର ପୂର୍ବତନ କଂଗ୍ରେସ ସଭାପତି ବିପ୍ଳବ ଜେନା ବିଜେଡିରେ ସାମିଲ ହୋଇଛନ୍ତି। ରବିବାର ଶତାଧିକ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଆସି ଭୁବନେଶ୍ବରସ୍ଥିତ ଶଙ୍ଖ ଭବନରେ ସେ ବିଜୁ ଜନତା ଦଳରେ ମିଶିଛନ୍ତି। ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ତାଙ୍କୁ ଦଳକୁ ସ୍ୱାଗତ କରିଛନ୍ତି।

ସୂଚନାଯୋଗ୍ୟ, ଅନୁଗୁଳ ଜିଲା କଂଗ୍ରେସ ସଭାପତି ଭାବେ ସେ କିଛି ଦିନ ତଳେ ଇସ୍ତଫା ଦେବା ସହ ଦଳ ଛାଡ଼ିଥିଲେ। ତାଙ୍କ ପିତା ସ୍ବର୍ଗତ ରମେଶ ଜେନା ଅନୁଗୁଳରୁ ଥରେ ବିଧାୟକ ଥିଲେ।

- Advertisement -

 

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories