www.samajalive.in
Monday, December 8, 2025
17.1 C
Bhubaneswar

ଏଲଆଇ ପରିଜା ଏବଂ ଆରଏମ୍ ପଟ୍ଟନାୟକ ମେମୋରିଆଲ୍‌ ବ୍ରିଜ୍ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

ଭୁବନେଶ୍ବର: ରାଜ୍ୟର ସମ୍ମାନଜନକ ତୃତୀୟ ଏଲ. ଆଇ. ପରିଜା ଏବଂ ଆର.ଏମ୍. ପଟ୍ଟନାୟକ ମେମୋରିଆଲ୍‌ ବ୍ରିଜ୍ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେତାମାନଙ୍କୁ ପୁରସ୍କାର ରାଶି ଓ ପ୍ରମାଣ ପତ୍ର ପ୍ରଦାନ କରାଯାଇ ସମ୍ମାନିତ କରାଯାଇଛି। ଉଦ୍‌ଯାପନୀ ଅଧିବେଶନରେ କଲକାତା ଉପଭୋକ୍ତା ନିବାରଣ କମିଟିର ସଦସ୍ୟ ଏସ.ଆର. ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଓଡ଼ିଶା ବ୍ରିଜ୍ ଆସୋସିଏସନର ସଭାପତି ଶୁଭେନ୍ଦୁ ପଟ୍ଟନାୟକ ଏହି ନିଆରା ଖେଳରେ ନୂତନ ଖେଳାଳିଙ୍କ ଉପରେ ଗୁରୁତ୍ୱାରୋପ କରିଥିଲେ। ସମ୍ପାଦକ ତାପସ ବିଶ୍ବାଳ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories