www.samajalive.in
Tuesday, December 9, 2025
16.1 C
Bhubaneswar

ମନ୍ଦିର ବି ଛାଡିଲେନି ଲୁଟେରା ; ତାଡି ନେଲେ ମା’ଙ୍କ ସୁନା ଆଖି,ଟିକିଲି

ବୌଦ୍ଧ: ବୌଦ୍ଧରେ ମାତିଛନ୍ତି ଲୁଟେରା। ସହରର ୨ଟି ମନ୍ଦିରରୁ ଏହି ଲୁଟ୍‌‌ ହୋଇଥିବା ନେଇ ସୋମବାର ଖବର ମିଳିଛି। ମା’ଭୈରବୀଙ୍କ ମନ୍ଦିରରୁ ପ୍ରତିମାରୁ ସୁନାର ଆଖି ,ଟିକିଲି ଆଦି ଚୋରି କରିଥିବା ବେଳେ ଗାୟତ୍ରୀ ମନ୍ଦିରରୁ ହୁଣ୍ଡି ଭାଙ୍ଗି ଟଙ୍କା ଓ ସୁନା ଲୁଟ୍‌‌ କରିଛନ୍ତି ଦୁର୍ବୃତ୍ତ। ଗତକାଲି ରାତିରେ ଭୈରବୀ ମନ୍ଦିରର ମୁଖ୍ୟ ଫାଟକ ଭାଙ୍ଗି ଲୁଟ୍‌‌ କରିଥିବା ବେଳେ ସକାଳେ ପୂଜାରୀ ପୂଜା ପାଇଁ ଆସି ଲୁଟ୍‌‌ ହୋଇଥିବା ଦେଖି ପୁଲିସକୁ ଖବର ଦେଇଥିଲେ। ଖବର ପାଇ ବୌଦ୍ଧ ଆଦର୍ଶ ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଆଜି ବାରବାଟୀ ମହାସମର: ଦକ୍ଷିଣ ଆଫ୍ରିକାକୁ ଟକ୍କର ଦେବ ଭାରତ

କଟକ: କ୍ରିକେଟ୍‌ ମହାସମର ପାଇଁ ବାରବାଟୀ ପ୍ରସ୍ତୁତ। ଏବେ କେବଳ ମୁକାବିଲାକୁ...

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

Related Articles

Popular Categories