www.samajalive.in
Monday, December 8, 2025
13.1 C
Bhubaneswar

ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ ପ୍ରତିବାଦରେ୧୨ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

ବଲାଙ୍ଗୀର: କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ ଘଟଣା। ଏହାର ପ୍ରତିବାଦରେ ଆଜି (ମଙ୍ଗଳବାର)୧୨ ଘଣ୍ଟିଆ କଣ୍ଟାବାଞ୍ଝି ବନ୍ଦ ଡାକରା ଦିଆଯାଇଛି।  ନଗର କଂଗ୍ରେସ ପକ୍ଷରୁ ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳନ କରାଯାଉଛି। ସହରରେ ସମସ୍ତ ଦୋକାନ ବଜାର ବନ୍ଦ ରହିଥିବା ଦେଖିବାକୁ ମିଳିଛି।  ହେଲେ ମଙ୍ଗଳବାର ମାଟ୍ରିକ୍ ପରୀକ୍ଷା ଥିବାରୁ ସ୍କୁଲ , କଲେଜ ସହ ସରକାରୀ ଅନୁଷ୍ଠାନ ଗୁଡିକ ଖୋଲା ରହିଛି। ସୋମବାର ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା କରାଯିବା ନେଇ ପୋଷ୍ଟର ଲଗାଯାଇଥିଲା।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories