www.samajalive.in
Sunday, December 14, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ମଙ୍ଗଳବାରଠୁ ମାଟ୍ରିକ ପରୀକ୍ଷା: ୩୦୪୭ଟି କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ..

ଆଫଗାନିସ୍ତାନରେ ଭୂକମ୍ପ ଝଟକା: ରିକ୍ଟର ସ୍କେଲରେ ତୀବ୍ରତା ୪.୭ ରେକର୍ଡ..

- Advertisement -

ବଲାଙ୍ଗୀରରେ ମାଟ୍ରିକ ପରୀକ୍ଷା ପୂର୍ବରୁ ଝୁଲିପଡିଲେ ଛାତ୍ର: ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର..

କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ ଘଟଣା: ପ୍ରତିବାଦରେ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳୁଛି କଂଗ୍ରେସ..

ମଙ୍ଗଳବାର ରାଜ୍ୟସଭା ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ..

ବଲାଙ୍ଗୀର ସାତମାଇଲ୍ ଛକରେ ବାଇକକୁ ଧକ୍କା ଦେଲା ବସ୍ : ଜଣେ ବାଇକ୍ ଆରୋହୀ ମୃତ, ଅନ୍ୟ ଜଣେ ଗୁରୁତର..

ଜମ୍ମୁ କାଶ୍ମୀର ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ : ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର କରିବେ ଉଦଘାଟନ..

ଜଗତସିଂହପୁର : ଘରେ ପଶି ଦୁର୍ବୃତ୍ତଙ୍କ ମରଣାନ୍ତକ ଆକ୍ରମଣ ; ମାଆ ମୃତ, ପୁଅ, ବୋହୂ ଗୁରୁତର..

ବଲାଙ୍ଗୀରରେ ପାଣି ଭର୍ତ୍ତି ଖାତରୁ ଉଦ୍ଧାର କାରରୁ ପୁଳା ପୁଳା ଗଞ୍ଜଇ ଜବତ..

ସମ୍ବଲପୁରରେ ଆସ୍ଥା ସ୍ୱତନ୍ତ୍ର ଟ୍ରେନର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ..

କୋଣାର୍କ : ମନ୍ଦିର ଦର୍ଶନ ପାଇଁ ଯାଉଥିଲେ ; ବାଟରେ ଚାଲିଗଲା ସ୍ତ୍ରୀ ଜୀବନ,ସ୍ୱାମୀ ଆହତ..

ଆନନ୍ଦପୁର : ନନ୍ଦିପଦା ଡଙ୍କୁରୀ ଗାଁରେ ଘରେ ପଶି ମହିଳାଙ୍କୁ ଆକ୍ରମଣ କରି ସୁନା ଅଳଙ୍କାର ଲୁଟିଲେ ଦୁର୍ବୃତ୍ତ..

ଆହତ ମହିଳା ମେଡିକାଲରେ ଭର୍ତ୍ତି..

ଭୁବନେଶ୍ବର ଇସ୍କନ ମନ୍ଦିର ସମ୍ମୁଖରୁ ଯୁବତୀଙ୍କ ମୋବାଇଲ୍ ଝାମ୍ପିନେଲେ ଲୁଟେରା..

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories