www.samajalive.in
Tuesday, December 9, 2025
17.1 C
Bhubaneswar

ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଲେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ସରିଲା ପ୍ରଥମ ଦିନରେ ମାଟ୍ରିକ ପରୀକ୍ଷା। ଛାତ୍ରଛାତ୍ରୀମାନେ ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଇଛନ୍ତି। ମଙ୍ଗଳବାର ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହୋଇ ସାଢେ ୧୧ଟା ବେଳେ ଶେଷ ହୋଇଥିଲା। ନିୟମ ଅନୁସାରେ ପରୀକ୍ଷା ଆରମ୍ଭ ହେବାର ଦେଢ ଘଣ୍ଟା ପୂର୍ବରୁ ହଲକୁ ପ୍ରବେଶ କରିଥିଲେ ଛାତ୍ରଛାତ୍ରୀ। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଉଛନ୍ତି ୫ଲକ୍ଷ ୫୧ହଜାର ୬୨୧ ଛାତ୍ରଛାତ୍ରୀ। ବୋର୍ଡ ପକ୍ଷରୁ ୩ହଜାର ୪୭ଟି ପରୀକ୍ଷା କେନ୍ଦ୍ର ଏବଂ ଦୁର୍ଗମ ଅଂଚଳର ୨୧ଟି ପୁଲିସ ଷ୍ଟେସନକୁ ନୋଡାଲ ସେଣ୍ଟର କରାଯାଇଛି। କପି ରୋକିବାକୁ ନୂଆ ଫର୍ମୂଲା ସ୍ୱରୂପ, ଏଥର ଦେଢ ଘଣ୍ଟା ପୂର୍ବରୁ ପରୀକ୍ଷା ହଲକୁ ପ୍ରବେଶ କରିଥିଲେ ପରୀକ୍ଷାର୍ଥୀ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories