www.samajalive.in
Monday, December 15, 2025
24.1 C
Bhubaneswar

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ଦୁଇ ଗୁରୁତର 

ପାଟଣା : କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଝାରବେଡା ନିକଟରେ ମଙ୍ଗଳବାର ସଂଧ୍ୟାରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ ରେ ଥିବା ଦୁଇ ଜଣ ଆରୋହି ଗୁରୁତର ଆହତ ହୋଇଛନ୍ତି।  ଉଭୟଙ୍କୁ ଏନଏଚଏ ଆଇ ଆମ୍ବୁଲାନ୍ସ ସହାୟତାରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଗୁରୁତର ଦୁଇ ବାଇକ୍ ଆରୋହି ହେଲେ ତୁରୁମୁଙ୍ଗା ଥାନା ଅଙ୍ଗିକଳା ଗ୍ରାମର ମୁରଲୀ ଧର ମହାନ୍ତ(୫୫)ଏବଂ ମୟୁରଭଞ୍ଜ ଜିଲ୍ଲା  ରରୁଆଁ ଥାନା ବାରିଆ ଗ୍ରାମର ଅଂଶୁମାନ ପାତ୍ର(୨୪) ବୋଲି ଜଣା ପଡ଼ିଛି।

Hot this week

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

Related Articles

Popular Categories