www.samajalive.in
Friday, December 5, 2025
26.1 C
Bhubaneswar

ବିଦେଶିନୀଙ୍କୁ ଅସଦାଚରଣ କରି ଲିଙ୍ଗରାଜ ମନ୍ଦିର ସେବାୟତ ଗିରଫ

ଭୁବନେଶ୍ବର: ଲିଙ୍ଗରାଜ ମନ୍ଦିର ସେବାୟତ ଗିରଫ। ବିଦେଶିନୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଲିଙ୍ଗରାଜ ମନ୍ଦିରର ଜଣେ ସେବାୟତଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଜଣକ କୁଣ୍ଡୁ ମହାପାତ୍ର ବୋଲି ଜଣାପଡିଛି। ମନ୍ଦିରର ଉତ୍ତର ଦ୍ବାରା ବାହାରେ ସେବାୟତ ଜଣକ ବିଦେଶିନୀଙ୍କୁ ଅସଦାଚରଣ କରିଥିଲେ। ଏ ନେଇ ବିଦେଶିନୀ ଜଣକ ଲିଙ୍ଗରାଜ ପୁଲିସ ଷ୍ଟେସନରେ ଅଭିଯୋଗ କରିଥିଲେ। ଏହାପରେ ପୁଲିସ କୁଣ୍ଡୁଙ୍କୁ ଗିରଫ କରିଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories