www.samajalive.in
Friday, December 5, 2025
23.1 C
Bhubaneswar

ବିଜେପିରେ ମିଶିଲେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ବର: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଶେଷରେ ବିଜେପିରେ ସାମିଲ ହୋଇଛନ୍ତି ପ୍ରଦୀପ ପାଣିଗ୍ରାହୀ। ବୁଧବାର ଭୁବନେଶ୍ବରସ୍ଥିତ ବିଜେପି କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କର କିଛି ସମର୍ଥକ ଭାରତୀୟ ଜନତା ପାର୍ଟିରେ ମିଶିଛନ୍ତି। ୨୦୨୦ରେ ଦଳ ବିରୋଧୀ କାର୍ଯ୍ୟ ପାଇଁ ପ୍ରଦୀପଙ୍କୁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଥିଲା। ବିଜେଡିରୁ ବିଦା ହେବା ପରଠାରୁ ସେ ବିଜେପି ଆଡ଼କୁ ଢଳିବା ନେଇ ଚର୍ଚ୍ଚା ହେଉଥିଲା। ଆଉ ଏବେ ସମସ୍ତ ଆଲୋଚନା ପର୍ଯ୍ୟାଲୋଚନାରେ ପୂର୍ଣ୍ଣଚ୍ଛେଦ ଟାଣି ସେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories