www.samajalive.in
Friday, December 5, 2025
23.1 C
Bhubaneswar

ଗୁରୁବାର ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଦଳୀୟ କାର୍ଯ୍ୟକ୍ରମରେ ସାମିଲ ହେବାକୁ ଓଡ଼ିଶା ଆସିବେ ରାଜନାଥ ସିଂହ। ୨୦୨୪ ନିର୍ବାଚନ ପାଇଁ ବିଜେପିର ବିଜୟ ଶଙ୍କଳ୍ପ ସମାବେଶରେ ସାମିଲ ହେବେ ରାଜନାଥ। ସଂସଦୀୟ କ୍ଷେତ୍ରର ପ୍ରସ୍ତୁତି ଓ ରଣନୀତି ନେଇ ୩ଟି ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା କୋରକମିଟି ବୈଠକରେ ସାମିଲ ହେବେ ପ୍ରତିରକ୍ଷା ମନ୍ତ୍ରୀ। ଗଞ୍ଜାମ, ନବରଙ୍ଗପୁର ଏବଂ ମୟୂରଭଞ୍ଜରେ ଦଳୀୟ ନେତା ଓ କର୍ମୀଙ୍କୁ ଉଦବୋଧନ ଦେବେ।

 

Hot this week

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

Related Articles

Popular Categories