www.samajalive.in
Sunday, December 7, 2025
18.1 C
Bhubaneswar

ଘରୋଇ ବିଶ୍ବବିଦ୍ୟାଳୟର ଆଇନ ଛାତ୍ରୀଙ୍କୁ ରାଗିଂ, ଥାନାରେ ଅଭିଯୋଗ

ଭୁବନେଶ୍ବର: ଘରୋଇ ବିଶ୍ବବିଦ୍ୟାଳୟ ଆଇନ ଛାତ୍ରୀଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ରାଜଧାନୀର ପ୍ରତିଷ୍ଠିତ ଏକ ଘରୋଇ ବିଶ୍ବବିଦ୍ୟାଳୟର  ପ୍ରଥମ ବର୍ଷ ଛାତ୍ରୀଙ୍କୁ ହଷ୍ଟେଲରେ ୩ଜଣ ସିନିୟର ଛାତ୍ରୀ ପ୍ରବଳ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ୩ଜଣ ସିନିୟର ଛାତ୍ରୀଙ୍କ ମାଡ଼ରେ ପ୍ରଥମ ବର୍ଷ ଆଇନ ଛାତ୍ରୀଙ୍କ ହାତ ଓ ଦାନ୍ତ ଭାଙ୍ଗିଯାଇଛି।

ଏ ସମ୍ପର୍କରେ ପୀଡ଼ିତା ଛାତ୍ରୀ ବିଶ୍ବବିଦ୍ୟାଳୟ ଶୃଙ୍ଖଳା କମିଟି ଆଗରେ ଅଭିଯୋଗ କରିଛନ୍ତି। ତଦନ୍ତ ପରେ ବିଶ୍ବବିଦ୍ୟାଳୟର ଶୃଙ୍ଖଳା କମିଟି ଆଗରେ ହାଜର ହେବା ପାଇଁ କୁହାଯାଇଥିଲା। କିନ୍ତୁ ଶୃଙ୍ଖଳା କମିଟି ଆଗରେ ୩ଜଣ ସିନିୟର ଛାତ୍ରୀ ଶୃଙ୍ଖଳା କମିଟିରେ ହାଜର ହୋଇନଥିଲେ। ଫଳରେ ମାଡ଼ ଖାଇଥିବା ଆଇନ ଛାତ୍ରୀ  ଥାନାରେ ଏତଲା ଦାୟର କରିଥିବା ସୂଚନା ମିଳିଛି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories