www.samajalive.in
Wednesday, December 10, 2025
17.1 C
Bhubaneswar

ହାଇୱା ଗାଡ଼ିକୁ ଧକ୍କା ଦେଲା ଦୃତଗାମୀ ଟ୍ରକ, ହାଇୱା ଚାଳକ ଗୁରୁତର

ଲାଞ୍ଜିଗଡ: ରାୟଗଡା ପଟୁ ଦୃତଗତିରେ ଆସୁଥିବା ଏକ ଆଲୁମିନିୟମ ଗୁଣ୍ଡ ବୋଝେଇ ଟ୍ରକ ସାମ୍ନାପଟୁ ଆସୁଥିବା ଏକ ବାଲି ବୋଝେଇ ହାଇୱାକୁ ମୁହାଁମୁହିଁ ଧକ୍କା ଦେବା ଫଳରେ ହାଇୱା ଗାଡିର ସାମ୍ନାପଟ ଚୁରମାର ହୋଇଯାଇଛି। ଟ୍ରକ ଧକ୍କାରେ ହାଇୱା ଗାଡିର ଚାଳକ ଜୟପାଟଣା ଅଂଚଳର ଉମାକାନ୍ତ ଶବରଙ୍କ ଗୋଡ଼ ଭାଙ୍ଗିଯାଇଛି। ତାଙ୍କୁ ଗୁରୁତର ଭାବେ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଏନେଇ ଖବର ପାଇବା ପରେ ସିକେରକୁପା ଫାଣ୍ଡି ଅଧିକାରୀ ମୀନକେତନ ଶବର, ପୁଲିସ କର୍ମଚାରୀ ଗୋକୁଳ ସାହୁ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ କରି ତଦନ୍ତ କରୁଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories