www.samajalive.in
Thursday, December 11, 2025
27.1 C
Bhubaneswar

ପୁଣି ମନ୍ଦିରରୁ ସବୁ ଲୁଟି ନେଇଗଲେ ଚୋର

ବୌଦ୍ଧ: ବୌଦ୍ଧ ସହରର ଭୈରବୀ ମନ୍ଦିର ଓ ଗାୟତ୍ରୀ ମନ୍ଦିର ଚୋରୀ ହେବାର ଦିନକ ପରେ ହରଭଙ୍ଗା ବ୍ଲକ ବନ୍ଧା ପଥର ଗ୍ରାମର ସିଦ୍ଧେଶ୍ବର ମହାଦେବ ମନ୍ଦିରରେ ଚୋରମାନେ କଳାକନା ବୁଲାଇ ଦେଇଥିବା ଜଣାଯାଇଛି। ମନ୍ଦିରର ଦାନବାକ୍ସ ଭାଙ୍ଗି ସମସ୍ତ ଟଙ୍କାପଇସା ନେଇଯିବା ସହିତ ମନ୍ଦିର ଭିତରୁ ୬ ଗୋଟି ଗରା, ଦୁଇଟି ମୋଟର, ପରାତ ଥାଳି ଆଦି ଚୋରମାନେ ନେଇଯାଇଥିବା ଜଣାଯାଇଛି। ମନ୍ଦିର ପରିଚାଳନା କମିଟି ସଭାପତି ମାନସ କୁମାର ପୁରୋହିତଙ୍କ ପକ୍ଷରୁ ବୌଦ୍ଧ ଥାନାରେ ଅଭିଯୋଗ କରାଯିବା ପରେ ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ଗୋଟିଏ ପରେ ଗୋଟିଏ ମନ୍ଦିରରୁ ଚୋରୀ ହେବା ପଛରେ ଅନ୍ୟ କୌଣସି କାରଣକୁ ନେଇ ମଧ୍ୟ ସନ୍ଦେହ କରାଯାଉଛି।

Hot this week

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories