www.samajalive.in
Monday, December 15, 2025
14.1 C
Bhubaneswar

ବିଜେଡିର ମହିଳା ସମାବେଶ

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବିଜେଡିର ବିରାଟ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ରାମ ମନ୍ଦିରରୁ ୨୦୦୦ରୁ ଉର୍ଦ୍ଧ ମହିଳା ମାନଙ୍କ ବିରାଟ ପଟୁଆର ବାହାରିସହର ପରିକ୍ରମା କରି ହରିଭବନ ନିକଟ ସମାବେଶ ସ୍ଥଳରେ ପହଂଚି ଥିଲେ। ଆୟୋଜିତ ବିରାଟ ଐତିହାସିକ ମହିଳା ସମାବେଶରେ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ମୁରିବାହାଲ, ବଙ୍ଗୋମୁଣ୍ଡା, ତୁରେକେଲା ବ୍ଲକ ୬୫ଟି ଗ୍ରାମପଞ୍ଚାୟତ ଓ କଣ୍ଟାବାଞ୍ଜି ବିଜ୍ଞାପିତ ଅଞ୍ଚଳର ଉପସ୍ଥିତ ମହିଳାମାନଙ୍କ ହୁଳୁହୁଳି, କରତାଳିରେ କମ୍ପି ଉଠିଥିଲା ସଭାସ୍ଥଳ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories