www.samajalive.in
Saturday, December 6, 2025
17.1 C
Bhubaneswar

୫ଟି ଅଧ୍ୟକ୍ଷଙ୍କୁ ଟମାଟୋ ଫିଙ୍ଗି ଥାନାରେ ଅଟକ ଯୁବକ

ଗଞ୍ଜାମ: ବେଲଗୁଣ୍ଠା ଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କ ଉପରକୁ ଟମାଟୋ ଫିଙ୍ଗିବାରୁ ଜଣେ ଯୁବକଙ୍କୁ ଥାନାରେ ଅଟକ ରଖାଯାଇଛି। ସଂପୃକ୍ତ ଯୁବକ ଜଣଙ୍କ କଂଗ୍ରେସ ଦଳର ହୋଇଥିବା ସୂଚନା ମିଳିଛି। ଗୁରୁବାର ଅପରାହ୍ନରେ ୫ଟି ଅଧ୍ୟକ୍ଷ ହେଲିକପ୍ଟରରେ ଯାଇ ବେଲଗୁଣ୍ଠାରେ ପହଂଚିଥିଲେ। ସେଠାରୁ କାର୍ଯ୍ୟକ୍ରମ ସ୍ଥଳୀରେ ପହଂଚିବା ମାତ୍ରେ ହଠାତ ଜଣେ ଯୁବକ ଟମାଟୋ ଫିଙ୍ଗିଥିଲେ। ଉପସ୍ଥିତ ସୁରକ୍ଷା କର୍ମୀମାନେ ସଂପୃକ୍ତ ଯୁବକଙ୍କୁ କାବୁ କରି ଥାନାକୁ ନେଇଥିବା ଜଣାପଡିଛି।

 

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories