www.samajalive.in
Saturday, December 6, 2025
16.1 C
Bhubaneswar

ରାଜଧାନୀରେ ପୁଳା ପୁଳା ଗଞ୍ଜେଇ ,ଭାଙ୍ଗ ଜବତ ; ୪ ଗିରଫ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଧଳାଜହର ଲଗାତାର ଜବତ ହେବା ପରେ ବିପୁଳ ପରିମାଣରେ ଭାଙ୍ଗ ଓ ଗଞ୍ଜେଇ ଅବକାରୀ ବିଭାଗ ଦ୍ୱାରା ଜବତ କରାଯାଇଛି। ୫ ଶହ କେଜି ଭାଙ୍ଗ,୨୫ କେଜି ଗଞ୍ଜେଇ ଜବତ ହୋଇଛି। ବାଲିଅନ୍ତା ଥାନା ମହୁଖଣ୍ଡା ଗାଁରୁ ଭାଙ୍ଗ ଜବତ ହୋଇଥିବା ବେଳେ ସମ୍ପୃକ୍ତ ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି। ସେହିପରି ଟଙ୍କପାଣିରୋଡ ବ୍ରିଜ ନିକଟରୁ ଗଞ୍ଜେଇ ଜବତ କରାଯିବା ସହ ଜଣେ ଗିରଫ ହୋଇଛି। ନିଶା ବିରୋଧି ଅଭିଯାନକୁ ଆହୁରି ବ୍ୟାପକ କରାଯିବ ବୋଲି ଅବକାରୀ ଥାନାଧିକାରୀ ବିକାଶ ନାୟକଙ୍କ ପକ୍ଷରୁ ସୂଚନା ମିଳିଛି।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories