www.samajalive.in
Monday, December 8, 2025
14.1 C
Bhubaneswar

ଶରଦ ପାୱାରଙ୍କୁ ମିଳିଲା ନୂଆ ଦଳୀୟ ଚିହ୍ନ

ନୂଆଦିଲ୍ଲୀ: ୨୪ ନିର୍ବାଚନରେ ନୂଆ ନାମ ଓ ନୂଆ ଚିହ୍ନ ନେଇ ଶରଦ ପାୱାରଙ୍କ ଦଳ ମଇଦାନକୁ ଓହ୍ଲାଇବ । ଶରଦ ପାୱାରଙ୍କ ନୂଆ ଦଳର ନାଁ ‘ଏନସିପି ଶରଦ ଚନ୍ଦ୍ର ପାୱାର’ ରହିଛି । ତାଙ୍କ ଦଳୀୟ ଚିହ୍ନ ଜଣେ ବ୍ୟକ୍ତି ପେଁକାଳି ଫୁଙ୍କୁଥିବା ଦେଖିବାକୁ ମିଳିଛି । ଗତ ସପ୍ତାହରେ ନିର୍ବାଚନ କମିଶନ ଅଜିତ ପାୱରଙ୍କ ଗୋଷ୍ଠୀଙ୍କୁ ରିୟଲ ଏନସିପି ମାନ୍ୟତା ଦେବା ସହ ଦଳୀୟ ଚିହ୍ନ ମଧ୍ୟ ପ୍ରଦାନ କରିଥିଲେ । ଏହାପରେ ଶରଦ ପାୱାରଙ୍କୁ ନୂଆ ନାମ ଧାର୍ଯ୍ୟ କରିବାକୁ ନିର୍ବାଚନ କମିଶନ କହିଥିଲେ ।

ଶରଦ ପାୱାରଙ୍କ ଗୋଷ୍ଠୀ ପକ୍ଷରୁ ନିର୍ବାଚନ କମିଶନଙ୍କୁ ୩ ଟି ବିକଳ୍ପ ଦିଅଯାଇଥିବା ବେଳେ ସେଥିମଧ୍ୟରୁ ନିର୍ବାଚନ କମିଶନ ତୁତାରୀ (ପେଁକାଳି) ଚିହ୍ନରେ ମୋହର ମାରିଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories