www.samajalive.in
Saturday, December 6, 2025
26.1 C
Bhubaneswar

କପାଳମୋଚନ ମନ୍ଦିରରୁ ମୂର୍ତ୍ତି ଚୋରି ଅଭିଯୋଗ

ପୁରୀ: ଶ୍ରୀମନ୍ଦିର ପଶ୍ଚିମଦ୍ୱାର ଗାଣ୍ଡୁଆଚଉରା ନିକଟ କପାଳମୋଚନ ମନ୍ଦିରରୁ ନୃସିଂହ ମୂର୍ତ୍ତି ଚୋରୀ ହୋଇଥିବା ସୂଚନା ମିଳିଛି । ଗୁରୁବାର ବିଳମ୍ବିତ ରାତିରେ ପଥର ମୂର୍ତ୍ତି ଚୋରି ହୋଇଥିବା ସେବାୟତ ଅଭିଯୋଗ କରିଛନ୍ତି । ଦୁର୍ବୃତ୍ତ ଏହି ବହୁ ପୁରାତନ ମନ୍ଦିରରେ ପଶି ନୃସିଂହ ମୂର୍ତ୍ତି ଚୋରି ହେବା ନେଇ ଏତଲା ପରେ ସିଂହଦ୍ୱାର ଥାନା ପୁଲିସ ତଦନ୍ତ ଆରମ୍ଭ କରିଛି । ପୂର୍ବରୁ ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ଆଶ୍ରମ ଛକ ନିକଟରେ ଥିବା ବାବା ମୁକ୍ତେଶ୍ୱରଙ୍କ ମନ୍ଦିରରୁ ମଧ୍ୟ ଶିବ ପାର୍ବତୀଙ୍କ ମୂର୍ତ୍ତି ଚୋରି ହୋଇଥିଲା ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories