www.samajalive.in
Sunday, December 7, 2025
26.1 C
Bhubaneswar

ମୋଦୀ ସରକାରଙ୍କ ପ୍ରାଥମିକତା, ମହିଳାଙ୍କ ସ୍ୱାସ୍ଥ୍ୟ ଓ ପୋଷଣ – ସ୍ମୃତି ଇରାନୀ

ଡେସ୍କ: ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି, ଆୟୁଷ୍ମାନ ଭାରତ ଯୋଜନାରେ ଏବେ ନରେନ୍ଦ୍ର ମୋଦୀ ସରକାରଙ୍କ ପ୍ରାଥମିକତା ହେଉଛି ମହିଳାଙ୍କ ସ୍ୱାସ୍ଥ୍ୟ ଓ ପୋଷଣ। ସେ କହିଛନ୍ତି ଯେ ଗତ କିଛି ବର୍ଷ ମଧ୍ୟରେ ଦେଶରେ ସ୍ତନ କର୍କଟ ଭଳି ପ୍ରସଙ୍ଗରେ ଆଲୋଚନା ମୁଖ୍ୟ ସ୍ରୋତରେ ସାମିଲ ହୋଇଛି। ଶୁକ୍ରବାର ନୂଆଦିଲ୍ଲୀରେ ‘Every Road From India: Boardroom To Global Institutions’ ଶୀର୍ଷକ ରାଇସିନା ଡାଏଲଗ୍ ଉପରେ ଆୟୋଜିତ ଏକ ଅଧିବେଶନରେ ସେ ଏହା କହିଛନ୍ତି। ଶ୍ରୀମତୀ ଇରାନୀ କହିଥିଲେ ଯେ ଗତ ପାଞ୍ଚ ବର୍ଷ ମଧ୍ୟରେ ୨୦୦ ନିୟୁତରୁ ଅଧିକ ମହିଳାଙ୍କ କ୍ଷେତ୍ରରେ କର୍କଟ ରୋଗର ସ୍କ୍ରିନିଂ କରାଯାଇଛି। ସେ କହିଛନ୍ତି ଯେ ବର୍ତମାନ ପ୍ରଶାସନରେ ମହିଳାଙ୍କ ସମସ୍ୟା ଉପରେ ଗୁରୁତ୍ୱ ଦିଆଯାଉଛି।

ମାର୍ଚ୍ଚ ୧୩ରେ ଘୋଷଣା ହୋଇପାରେ ନିର୍ବାଚନ ତାରିଖ !

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories