www.samajalive.in
Friday, December 5, 2025
27.1 C
Bhubaneswar

ମାଟ୍ରିକ୍ ପରୀକ୍ଷା ତ୍ରୁଟି: ବଦଳିଲେ କେନ୍ଦୁଝର ସାହରପଡା ସେଣ୍ଟର ସୁପରିଣ୍ଡେଣ୍ଡେଣ୍ଟ

କେନ୍ଦୁଝର: ମାଟ୍ରିକ୍ ପରୀକ୍ଷା ତ୍ରୁଟି ଯୋଗୁଁ ବଦଳିଲେ ସେଣ୍ଟର ସୁପରିଣ୍ଡେଣ୍ଡେଣ୍ଟ। କେନ୍ଦୁଝର ସାହରପଡା ସେଣ୍ଟର ସୁପରିଣ୍ଡେଣ୍ଡେଣ୍ଟଙ୍କୁ ବଦଳି କରାଯାଇଛି। ଘଟଣାକୁ ନେଇ ଜିଲ୍ଲା ଶିକ୍ଷାଧିକାରୀ ନିଜ ପ୍ରତିକ୍ରିୟା ରଖିଛନ୍ତି। କହିଛନ୍ତି ବୋର୍ଡର ନିର୍ଦ୍ଦେଶରେ ବଦଳାଯାଇଛି।  ହାଟଡିହି ସେଣ୍ଟର ସୁପରିଣ୍ଡେଣ୍ଡେଣ୍ଟଙ୍କୁ ବଦଳାଇବାକୁ ସୁପାରିଶ୍ ହୋଇଛି। କେନ୍ଦୁଝରରେ ପ୍ରଶ୍ନପତ୍ର ଲିକ୍ ଅଭିଯୋଗର ତଦନ୍ତ ଚାଲିଛି।

Hot this week

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

Related Articles

Popular Categories