www.samajalive.in
Saturday, December 6, 2025
23.1 C
Bhubaneswar

ଜୁଲାଇ ପହିଲାରୁ ଲାଗୁ ହେବ ୩ ନୂଆ ଫୌଜଦାରୀ ଆଇନ

ଡେସ୍କ: ସରକାର କହିଛନ୍ତି ଯେ ଭାରତୀୟ ନାଗରିକ ସୁରକ୍ଷା ସଂହିତା ୨୦୨୩, ଭାରତୀୟ ନ୍ୟାୟ ସଂହିତା ୨୦୨୩ ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ ୨୦୨୩ ଚଳିତ ବର୍ଷ ଜୁଲାଇ ପହିଲାରୁ ଲାଗୁ ହେବ। ଏ ନେଇ ଆଜି ଗୃହ ମନ୍ତ୍ରଣାଳୟ ପକ୍ଷରୁ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇଛି।

ଭାରତ-ଇଂଲଣ୍ଡ ଟେଷ୍ଟ: ଭାରତ ୨୧୯/୭, ଇଂଲଣ୍ଡ ୩୫୩

- Advertisement -

ଗତ ବର୍ଷ ଡିସେମ୍ବରରେ ସଂସଦରେ ଏହି ତିନୋଟି ବିଲ୍ ପାରିତ ହୋଇଥିଲା। ଏହି ଆଇନଗୁଡ଼ିକ ଭାରତୀୟ ଦଣ୍ଡବିଧି ସଂହିତା, ୧୮୬୦, ଦଣ୍ଡ ପ୍ରକ୍ରିୟା ସଂହିତା ୧୮୯୮ ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ ୧୮୭୨ ପରିବର୍ତ୍ତେ ପ୍ରଚଳିତ ହେବ।

ସଂସଦୀୟ ନିର୍ବାଚନ ମଣ୍ଡଳୀର ଅନ୍ୟ ଜିଲ୍ଲାରେ ଅବସ୍ଥାପିତ ହେବେନାହିଁ ଅଧିକାରୀ

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories