www.samajalive.in
Saturday, December 13, 2025
26.1 C
Bhubaneswar

କଲ୍ୟାଣୀ ନଦୀରେ ବୁଡ଼ି ୪ ବର୍ଷର ଝିଅ ମୃତ

ଲାଞ୍ଜିଗଡ଼: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅଞ୍ଚଳ ବିଜେପୁର ପଞ୍ଚାୟତ ଅନ୍ତର୍ଗତ କଲାକୁପା ଗାଁର ଚନ୍ଦ୍ରିକା ମାଝୀ (୪)ଙ୍କ ଶନିବାର ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ସୂଚନାନୁସାରେ ମୃତ ଚନ୍ଦ୍ରିକା ମାଝୀ ଗାଁ ନିକଟସ୍ଥ କଲ୍ୟାଣୀ ନଦୀକୁ ନିଜ ମାଉସୀ ଓ ଗାଁ ଝିଅ ମାନଙ୍କ ସହିତ ଗାଧୋଇବାକୁ ଯାଇଥିଲେ। ସମସ୍ତେ ଗାଧୋଉଥିବା ବେଳେ ଗୋଡ଼ ଖସି ଯିବାରୁ ପାଣିରେ ବୁଡ଼ି ମୃତ୍ୟୁ ହୋଇ ପରେ ସ୍ଥିର ପାଣିରେ ଭାସୁଥିବା ଦେଖି ଗାଁ ଲୋକଙ୍କୁ ଖବର ଦେଇଥିଲେ ଏବଂ ଖବର ପାଇ ଗାଁ ଲୋକେ ଚନ୍ଦ୍ରିକାର ମୃତ ଦେହକୁ ଉଦ୍ଧାର କରି ବିଜେପୁର ପୋଲିସକୁ ଖବର ଦେଇଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories