www.samajalive.in
Sunday, December 14, 2025
16.1 C
Bhubaneswar

ପିପିଳିଆ ଦୁର୍ଘଟଣାରେ ବାପପୁଅଙ୍କ ମୃତ୍ୟୁ ଘଟଣା, ଟ୍ରକ ଚାଳକ ଗିରଫ

ପାଟଣା : ଘଟଗାଁ ଥାନା ଅଞ୍ଚଳ ପିପିଳିଆ ଛକରେ ୨୦ ନଂ ଜାତୀୟ ରାଜପଥ ରେ ଶୁକ୍ରବାର ସକାଳେ ଏକ ଲୁହା ଛଡ଼ ବୋଝେଇ ୭୦୯ ଟ୍ରକ  ଧକ୍କାରେ ସ୍କୁଟି ଆରୋହି ବାପପୁଅଙ୍କର ମୃତ୍ୟୁ ଘଟିଥିଲା। ଏନେଇ ଘଟଗାଁ ଥାନାରେ ଏକ ମାମଲା ରୁଜୁ ହେବା ସହ ତଦନ୍ତ ଜାରି ରହିଥିଲା। ଆଜି ଘଟଣା ଗାଁ ପୁଲିସ ଦୁର୍ଘଟଣା ଘଟାଇ ଥିବା ଟ୍ରକ ଚାଳକକୁ ଗିରଫ ପରେ କୋର୍ଟ ଚାଲାଣ କରିଛି। ଗିରଫ ଟ୍ରକ ଚାଳକ ଜଣକ ଆନନ୍ଦପୁର ଅଞ୍ଚଳ ଟାଙ୍ଗର ଗ୍ରାମର ରମାକାନ୍ତ ନାୟକ(୩୩)ବୋଲି ତଦନ୍ତ କାରି ଅଧିକାରୀ ତ୍ରିନାଥ ନାଏକ ସୂଚନା ଦେଇଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories