www.samajalive.in
Wednesday, December 10, 2025
16.1 C
Bhubaneswar

ବିଭିନ୍ନ ସମସ୍ୟାରୁ ମୁକ୍ତି ଦେଇଥାଏ ବୁନ୍ଦି ଲଡ଼ୁ

ବୁନ୍ଦି ଲଡ଼ୁ ଖାଇବାକୁ ବହୁ ସ୍ୱାଦିଷ୍ଟ ଲାଗିଥାଏ। ବୁନ୍ଦି ଲଡ଼ୁକୁ ପୂଜାପାଠରେ ଭୋଗ କରିବା ପାଇଁ ମଧ୍ୟ ବ୍ୟବହାର କରାଯାଏ। ପ୍ରଭୁ ହନୁମାନ, ଗଣେଶଙ୍କ ନିକଟରେ ବୁନ୍ଦି ଲଡ଼ୁକୁ ବିଶେଷ ଭାବେ ଭୋଗ କରାଯାଇଥାଏ। ଏହା ଦ୍ୱାରା ଭଗବାନ ପ୍ରସନ୍ନ ହୋଇଥାଆନ୍ତି ବୋଲି କୁହାଯାଏ। ମାତ୍ର ଏହି ବୁନ୍ଦି ଲଡ଼ୁର କେତେକ ବ୍ୟବହାର ଦ୍ୱାରା ଆମ ଜୀବନର ବହୁ ସମସ୍ୟା ଦୂର କରିଥାଏ। ଜାଣନ୍ତୁ କିପରି କରିବେ ଏହି ବୁନ୍ଦି ଲଡ଼ୁର ବ୍ୟବହାର ….
ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଜାତକରେ ମଙ୍ଗଳ ଦଶା ଦୁର୍ବଳ ଥିଲେ ବ୍ୟକ୍ତିର ଆତ୍ମବିଶ୍ୱାସ ମଧ୍ୟ ଦୁର୍ବଳ ହୋଇଯାଏ। ଏହାକୁ ସୁଦୃଢ କରିବା ପାଇଁ ପ୍ରତି ମଙ୍ଗଳବାର ବୁନ୍ଦିର ଲଡ଼ୁ ଦାନ କରିବା ଏହି ସମସ୍ୟାର ସମାଧାନ ହୋଇଥାଏ। ଆତ୍ମବିଶ୍ୱାସ ମଧ୍ୟ ସୁଦୃଢ ହୋଇଥାଏ।
ନିଜ ମନ ପସନ୍ଦର ଜୀବନସାଥୀ ପାଇବା ପାଇଁ ପ୍ରତି ମଙ୍ଗଳବାର ଓ ଶୁକ୍ରବାର ବୁନ୍ଦିର ଲଡ଼ୁକୁ ହନୁମାନଙ୍କ ପାଖରେ ଭୋଗ କରି ଏହାକୁ ବାଣ୍ଟି ଦିଅନ୍ତୁ। ଏପରି କରିବା ଦ୍ୱାରା ମନୋସ୍କାମନା ପୂରଣ ହୋଇଥାଏ।
ବହୁ ଦିନ ଧରି କାର୍ଯ୍ୟ ଲାଗି ରହିଥିଲେ ମଧ୍ୟ ସଫଳତା ମିଳୁନଥିଲେ, ପ୍ରଭୁ ହନୁମାନଙ୍କ ମନ୍ଦିରରେ ବୁନ୍ଦି ଲଡ଼ୁରେ ତୁଳସୀପତ୍ର୍ର ପକାଇ ଭୋଗ କରନ୍ତୁ। ଏହା ପରେ ଏହି ଭୋଗକୁ ବାଣ୍ଟି ଦିଅନ୍ତୁ।
ଯେକୌଣସି ପରୀକ୍ଷା ଦେବାକୁ ଯିବାକୁ ପୂର୍ବରୁ ହନୁମାନଙ୍କ ମନ୍ଦିରକୁ ଯାଇ ଲଡ଼ୁ ଭୋଗ କରି ଏହାକୁ ନିଜେ ଖାଆନ୍ତୁ। ପରୀକ୍ଷାରେ ଶୁଭଫଳ ମିଳିବ।
କରଜ ରୁ ମୁକ୍ତି ପାଇବା ପାଇଁ ମଧ୍ୟ ମଙ୍ଗଳବାର ଦିନ ହନୁମାନଙ୍କ ନିକଟରେ ବୁନ୍ଦି ଭୋଗ କରନ୍ତୁ।

Hot this week

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

Related Articles

Popular Categories