www.samajalive.in
Friday, December 5, 2025
17.1 C
Bhubaneswar

ଲୋକସଭା ନିର୍ବାଚନ ପାଇଁ ଆସନ୍ତା ୩ ମାସ ବନ୍ଦ ରହିବ ମନ୍‌ କି ବାତ୍‌

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ଆସନ୍ତା ୩ ମାସ ମନ୍ କି ବାତ୍‌ କାର୍ଯ୍ୟକ୍ରମ ବନ୍ଦ ରହିବା ନେଇ ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି। ମାର୍ଚ୍ଚ ମାସରୁ  ନିର୍ବାଚନ ଆଚରଣ ବିଧି ଲାଗୁ ହେବ । ତେଣୁ କାର୍ଯ୍ୟକ୍ରମ ବନ୍ଦ ରହିବ। ୧୧୧ତମ ଏପିଏମ୍ ୩ ମାସ ପରେ ଶୁଭାରମ୍ଭ ହୋଇପାରେ।  ଏହି ସମୟରେ ମନ୍ କି ବାତ୍‌ର ଛୋଟ ଭିଡିଓ କରି ସେୟାର କରନ୍ତୁ। ୟୁଟ୍ୟୁବ୍ ସର୍ଟ ଜରିଆରେ ଅଧିକରୁ ଅଧିକ ସେୟାର କରନ୍ତୁ। ଆହୁରି ମଧ୍ୟ ପ୍ରଧାନମନ୍ତ୍ରୀ କହିଛନ୍ତି ଆଜି ଭାରତର ମହିଳା ଶକ୍ତି ପ୍ରତ୍ୟେକ କ୍ଷେତ୍ରରେ ପ୍ରଗତିର ନୂତନ ଉଚ୍ଚତାକୁ ସ୍ପର୍ଶ କରୁଛି। ଆଜି ପ୍ରତ୍ୟେକ ଗ୍ରାମରେ ଡ୍ରୋନ୍‌ ଦିଦି ଉପରେ ଆଲୋଚନା ହେଉଛି। ସମସ୍ତଙ୍କ ଓଠରେ ନମୋ ଡ୍ରୋନ୍‌ ଦିଦି, ନମୋ ଡ୍ରୋନ୍‌ ଦିଦି ରହିଛି। ଏହି ନମୋ ଡ୍ରୋନ୍‌ ଦିଦି ଦେଶରେ କୃଷିକୁ ଆଧୁନିକୀକରଣ କରିବା ପାଇଁ ଏକ ଉତ୍ତମ ମାଧ୍ୟମ ପାଲଟିଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories