www.samajalive.in
Sunday, December 14, 2025
15.1 C
Bhubaneswar

ପଦ୍ମ ଧରିଲେ ବିଏସପି ସାଂସଦ

ଲକ୍ଷ୍ନୌ: ଲୋକସଭା ନିର୍ବାଚନ ପୂର୍ବରୁ ବହୁଜନ ସମାଜ ପାର୍ଟି(ବିଏସପି)କୁ ଝଟ୍‌କା ଲାଗିଛି। ଉତ୍ତରପ୍ରଦେଶର ଆମ୍ବେଦକର ନଗର ବିଏସପି ସାଂସଦ ରିତେଶ ପାଣ୍ଡେ ରବିବାର ଦଳରୁ ଇସ୍ତଫା ଦେଇଛନ୍ତି। ସେ ଦଳ ଛାଡ଼ିବା ନେଇ ଦୀର୍ଘ ଦିନ ହେବ ଚର୍ଚ୍ଚା ହେଉଥିଲା। ବିଏସପି ଛାଡ଼ିବା ପରେ ବିଜେପିରେ ସାମିଲ ହୋଇଛନ୍ତି ରିତେଶ ପାଣ୍ଡେ। ଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ବ୍ରିଜେଶ ପାଠକ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ୟୁପି ନିର୍ବାଚନ ପ୍ରଭାରୀ ବୈଜୟନ୍ତ ପଣ୍ଡା ଓ ରାଜ୍ୟ ସଭାପତି ଭୁପେନ୍ଦ୍ର ଚୌଧୁରୀଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories