www.samajalive.in
Sunday, December 7, 2025
15.1 C
Bhubaneswar

ମନମୁଣ୍ଡାରେ ୧୨ଘଣ୍ଟିଆ ବନ୍ଦ ପାଳନ

ବୌଦ୍ଧ: ବୌଦ୍ଧ ଜିଲ୍ଲା ମନମୁଣ୍ଡାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ମନମୁଣ୍ଡାକୁ ଏନଏସି ମାନ୍ୟତା ନମିଳିବା ପ୍ରତିବାଦରେ ଏହି ବନ୍ଦ ପାଳନ କରାଯାଉଛି। ତେବେ ମନମୁଣ୍ଡା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ବନ୍ଦ ପ୍ରଭାବରେ ସହରରେ ସବୁ ଦୋକାନ ବଜାର, ସ୍କୁଲ , କଲେଜ ଆଦି ବନ୍ଦ ରହିଥିବା ଦେଖିବାକୁ ମିଳିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories