www.samajalive.in
Wednesday, December 10, 2025
23.1 C
Bhubaneswar

ନଦୀରୁ ମୃତଦେହ ଉଦ୍ଧାର

ଗଜପତି : ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ହରଭଙ୍ଗୀ ନଦୀରୁ ଜଣେ ଯୁବକର ମୃତଦେହ ଉଦ୍ଧାର କରାଯାଇଛି। ଖବରଅନୁସାରେ ସ୍ଥାନୀୟ ଅଞ୍ଚଳର କିଛି ଲୋକ ନଦୀକୁ ଗଧୋଇବାକୁ ଯାଇଥିଲାବଳେ ଯୁବକର ମୃତଦେହ ଦେଖି ସଙ୍ଗେ ସଙ୍ଗେ ଅଡବା ଥାନାକୁ ଖବର ଦେଇଥିଲେ। ଖବରପାଇ ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଶବକୁ ଉଦ୍ଧାର କରିଥିଲେ। ମୃତଦେହ ଦୁଇ ତିନି ଦିନର ଅନୁମାନ କରାଯାଉଥିବା ଅଡବା ଥାନା ଅଧିକାରୀ ମୁକେଶ ଲାକ୍ରା କହିଛନ୍ତି। ଶବଟି ସମ୍ପୂର୍ଣ୍ଣରୂପେ ଫୁଲିଯାଇଥିବାରୁ ଶବର ପରିଚୟ ମିଳିବାରେ ଅସୁବିଧା ହେଉଛି। ଶବକୁ ବ୍ୟବଛେଦ ପାଇଁ ବ୍ରହ୍ମପୁର ପଠାଯାଇଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories