www.samajalive.in
Monday, December 8, 2025
27.1 C
Bhubaneswar

ଭୁବନେଶ୍ବରରେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ ଗେଟ୍‌ସ

ଭୁବନେଶ୍ବର: ଓଡ଼ିଶା ଗସ୍ତରେ ଆସି ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ ଗେଟ୍‌ସ। ଆଜି ଭୁବନେଶ୍ବରର ଏକ ତାକରା ହୋଟେଲରେ ରାତ୍ରୀ ଯାପନ କରିବେ। ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ ଗେଟ୍‌ସ ଆସନ୍ତାକାଲି କୃଷି ଭବନ ପରିଦର୍ଶନ କରିବେ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ଭେଟିବା କାର୍ଯ୍ୟକ୍ରମ ରହିଛି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories