www.samajalive.in
Monday, December 15, 2025
14.1 C
Bhubaneswar

ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ବସ୍ : ୩୧ ମୃତ, ୧୦ ଆହତ

ନୂଆଦିଲ୍ଲୀ: ପଶ୍ଚିମ ଆଫ୍ରିକୀୟ ଦେଶ ମାଲିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍ ପୋଲ ତଳକୁ ଖସିପଡିଛି। ଦୁର୍ଘଟଣାରେ ୩୧ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ଜଣ ଆହତ ହୋଇଥିବା ସୂଚନା ମିଳିଛି। ମଙ୍ଗଳବାର ସନ୍ଧ୍ୟା ୫ଟା ସମୟରେ ଏହି ଦୁର୍ଘଟଣା ଘଟିଛି। ବସ୍‌ରେ ମାଲିୟନ୍ ଏବଂ ପଶ୍ଚିମ ଆଫ୍ରିକାର କିଛି ନାଗରିକ ଥିଲେ। ବସ୍‌ଟି ବୁର୍କିନାରୁ ଫାସୋ ଯାଉଥିବାବେଳେ ଏଭଳି ଅଘଟଣ ଘଟିଛି। ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। କିଛି ଯାତ୍ରୀଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories