www.samajalive.in
Monday, December 8, 2025
27.1 C
Bhubaneswar

ମୁଖ୍ୟମନ୍ତ୍ରୀ ପଦରୁ ସୁଖବିନ୍ଦର ସିଂହ ସୁଖୁଙ୍କ ଇସ୍ତଫା !

ହିମାଚଳ: ହିମଚଳପ୍ରଦେଶରେ ଲାଗି ରହିଥିବା ସଙ୍କଟ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦରୁ ସୁଖବିନ୍ଦର ସିଂହ ସୁଖୁ ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଛି । କଂଗ୍ରେସ ସରକାରକୁ ବଞ୍ଚାଇବାକୁ ଯାଇ ସୁଖୁ ପଦରୁ ଇସ୍ତଫା ଦେଇ ପର୍ଯ୍ୟବେକ୍ଷକଙ୍କୁ ପଠାଇଥିବା ସୂଚନା ମିଳିଛି । ତେବେ ଏନେଇ ଦଳ ପକ୍ଷରୁ ବିଧିବଦ୍ଧ ଘୋଷଣା ହୋଇନାହିଁ ।

ରାଜ୍ୟସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ପରେ ହିମାଚଳରେ ରାଜନୈତିକ ହଟଚମଟ ଆରମ୍ଭ ହୋଇଛି । ଦଳର ବିରୋଧରେ ଯାଇ ୬ଜଣ ବିଧାୟକ ବିଜେପି ପ୍ରାର୍ଥୀଙ୍କୁ ଭୋଟ ଦେଇଛନ୍ତି । ଏହାପରେ କଂଗ୍ରେସ ହାଇକମାଣ୍ଡ ସରକାର ବଞ୍ଚାଇବାକୁ କର୍ଣ୍ଣାଟକ ନେତା ଡିକେ ଶିବକୁମାର ଏବଂ ହରିୟାଣର ପୂର୍ବ ମୁଖ୍ୟମନ୍ତ୍ରୀ ଭୂପିନ୍ଦର ସିଂହ ହୁଡ୍ଡାଙ୍କୁ ପର୍ୟ୍ୟବେକ୍ଷକ ଦାୟିତ୍ୱ ଦେଇ ହିମାଚଳ ପ୍ରଦେଶକୁ ପଠାଇଛନ୍ତି ।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories