www.samajalive.in
Sunday, December 7, 2025
13.1 C
Bhubaneswar

ହୁତୁହୁତୁ ଜଳିଲା ବିଦ୍ୟୁତ୍‌‌ ଟ୍ରାନ୍ସଫର୍ମର

କଲମପୁର: ବରଗାଁର ବିଦ୍ୟୁତ୍‌‌ ଟ୍ରାନ୍ସଫର୍ମରରେ ବୁଧବାର ନିଆଁ ଲାଗି ଯାଇଛି। ଲୋକେ ଏହା ଦେଖି ଭୟଭୀତ ହୋଇଯାଇଥିବା ବେଳେ ତୁରନ୍ତ ଏନେଇ ବିଦ୍ୟୁତ୍‌‌ ବିଭାଗ ସମେତ ସ୍ଥାନୀୟ ଅଗ୍ନିଶମ ବାହିନୀକୁ ସୂଚନା ଦେଇଥିଲେ। ବିଦ୍ୟୁତ୍‌‌ ବିଭାଗ କର୍ମଚାରୀ ତୁରନ୍ତ ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ କରିଥିଲେ। ଏହାପରେ ପବିତ୍ର କୁମାର ବେହେରା, ଶଙ୍କର ପ୍ରସାଦ ତ୍ରିପାଠୀ, ଡିସେମ୍ବର ବୁଡେକ ଏବଂ ଗଜାନନ ମାଝୀ ପ୍ରମୁଖ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ପାଣି ସିଞ୍ଚନ କରି ନିଆଁକୁ ଆୟତ୍ତ କରିଥିଲେ। ଟ୍ରାନ୍ସଫର୍ମର ନିକଟରେ ବାରମ୍ବାର ସ୍ପାର୍କିଂ ହୋଇ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories