www.samajalive.in
Monday, December 8, 2025
20.1 C
Bhubaneswar

ବାୟୁସେନା ମୁଖ୍ୟଙ୍କୁ ସାକ୍ଷାତ କଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହସିନା

ଡେସ୍କ: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଭାରତୀୟ ବାୟୁସେନା ମୁଖ୍ୟ ଏୟାର ଚିଫ୍ ମାର୍ଶାଲ ବିବେକ ରାମ ଚୌଧୁରୀଙ୍କୁ ଢାକାସ୍ଥିତ ସଂସଦ ଭବନରେ ସାକ୍ଷାତ କରିଛନ୍ତି। ଶେଖ୍ ହସିନା କହିଛନ୍ତି ଯେ ଭାରତ ଓ ବାଂଲାଦେଶ ପଡ଼ୋଶୀ ହୋଇଥିବାରୁ ସେମାନଙ୍କ ମଧ୍ୟରେ ସହଯୋଗ ଜରୁରୀ। ରାଜ୍ୟରେ ଦାରିଦ୍ର୍ୟକୁ ମୁଖ୍ୟ ସମସ୍ୟା ବୋଲି ବର୍ଣ୍ଣନା କରି ଶେଖ ହସିନା କହିଛନ୍ତି ଯେ ଏହାକୁ ମୂଳରୁ ଦୂର କରିବା ପାଇଁ ସର୍ବାଧିକ ସମ୍ବଳ ଖର୍ଚ୍ଚ କରାଯାଉଛି। ବାଂଲାଦେଶରେ ବଙ୍ଗବନ୍ଧୁ ଶେଖ୍ ମୁଜିବୁର୍ ରେହମାନ ଏଭିଏସନ୍ ଏବଂ ଏରୋସ୍ପେସ୍ ୟୁନିଭର୍ସିଟି ପ୍ରତିଷ୍ଠା କରାଯାଇଛି।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories