www.samajalive.in
Saturday, December 6, 2025
23.1 C
Bhubaneswar

ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା: ହେଲପର୍‌ ମୃତ

ସମ୍ବଲପୁର: ସମ୍ବଲପୁର ଜମନକିରା ଥାନା ୫୩ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବସ୍ ହେଲପରଙ୍କ ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। କିଛି ଆହତଙ୍କୁ କୁଚିଣ୍ଡା ମେଡିକାଲ ଓ ପରେ ବୁର୍ଲାକୁ ସ୍ଥାନାନ୍ତର କରାଯାଇଛି। ଯାତ୍ରୀବାହୀ ବସ୍‌ଟି ସମ୍ବଲପୁରରୁ ଭଦ୍ରକକୁ ଯାଉଥିଲା। ଦୁର୍ଘଟଣାରେ ବସ୍‌ର ସାମ୍ନା ଭାଗ ସମ୍ପୂର୍ଣ୍ଣ ଭାଙ୍ଗି ଚୂରମାର୍ ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମବାହିନୀ ଓ ପୁଲିସ୍ ପହଞ୍ଚି ତଦନ୍ତ କରୁଛନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories