www.samajalive.in
Monday, December 8, 2025
24.1 C
Bhubaneswar

ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍: ୧୪ ମୃତ

ନୂଆଦିଲ୍ଲୀ: ଭୋପାଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ପିକଅପ୍ ଭ୍ୟାନ୍ ଘାଟିକୁ ଖସିପଡିଛି। ଏଥିରେ ୧୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨୦ରୁ ଅଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ମଧ୍ୟପ୍ରଦେଶ ଦିନ୍ଦୋରୀ ବାଦଝାର ଘାଟିରେ ଏହି ଦୁର୍ଘଟଣା ଘଟିଛି।  ଭାରସାମ୍ୟ ହରାଇ ପିକ୍‌ଅପ୍ ଭ୍ୟାନ୍‌ଟି ଘାଟି ତଳକୁ ଖସି ପଡିଛି। ଦୁର୍ଘଟଣାରେ ଆହତ ହୋଇଥିବା ୨୦ ଜଣ ଲୋକଙ୍କୁ ସ୍ଥାନୀୟ ଶାହାପୁରା ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

Related Articles

Popular Categories