www.samajalive.in
Sunday, December 7, 2025
26.1 C
Bhubaneswar

ରାସୋଳକୁ ଏନଏସି ମାନ୍ୟତା ଦାବିରେ ବନ୍ଦ ପାଳନ

ଢେଙ୍କାନାଳ:ଏନଏସି ଘୋଷଣା ଦାବିରେ ତେଜୁଛି ପ୍ରତିବାଦ । ବିଭିନ୍ନ ସ୍ଥାନରେ ବନ୍ଦ ପାଳନ କରାଯାଉଛି । ଏହି କ୍ରମରେ ଗୁରୁବାର ଢେଙ୍କାନାଳ ଜିଲ୍ଲା ରାସୋଳକୁ ଏନଏସି ଘୋଷଣା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ରାସୋଳ ବିକାଶ ପରିଷଦ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯାଉଛି। ସମସ୍ତ ବ୍ୟାବସାୟିକ ପ୍ରତିଷ୍ଠାନ, ଗାଡି ଚଳାଚଳ ବନ୍ଦ ରହିଛି। ଫଳରେ ଯାତାୟତ ସମ୍ପୂର୍ଣ୍ଣ ରୂପେ ଠପ୍ ହୋଇଯାଇଛି। ୨୦୧୪ ମସିହାରୁ ରାସୋଳକୁ ଏନଏସି ମାନ୍ୟତା ନେଇ ଦାବି ହୋଇଆସୁଛି। ହେଲେ ଏପର୍ଯ୍ୟନ୍ତ କୌଣସି ସୁଫଳ ମିଳିନି । ତେଣୁ ଏହାର ପ୍ରତିବାଦରେ ଗୁରୁବାର ବନ୍ଦ ପାଳନ କରାଯାଉଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories