www.samajalive.in
Monday, December 8, 2025
27.1 C
Bhubaneswar

ବିଧାନସଭାରେ ସଦସ୍ୟତା ହରାଇଲେ କଂଗ୍ରେସର ୬ବିଦ୍ରୋହୀ ବିଧାୟକ

ଶିମଲା: ହିମାଚଳ ପ୍ରଦେଶରେ ରାଜ୍ୟସଭା ନିର୍ବାଚନରେ କଂଗ୍ରେସର ୬ଜଣ ବିଧାୟକ କ୍ରସ ଭୋଟିଂ କରିବା ମହଙ୍ଗା ପଡିଛି। ଏହି ୬ ବିଦ୍ରୋହୀ ବିଧାୟକଙ୍କ ବିରୋଧରେ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୬ଜଣ ବିଧାୟକ ବିଧାନସଭାରେ ସଦସ୍ୟତା ହରାଇଛନ୍ତି। ଏନେଇ ବାଚସ୍ପତି କୁଲଦୀପ ସିଂହ ପଠାନିଆ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି। ଆଣ୍ଟି-ଡିଫେକ୍ସନ୍‍ ଆଇନର ସିଡ୍ୟୁଲ ୧୦ ଅନୁଯାୟୀ ଟ୍ରିବ୍ୟୁନାଲର ବିଚାରପତି ଭାବେ ସେ ଏହି ନିଷ୍ପତି ଶୁଣାଇଥିବା କହିଛନ୍ତି। କୁଲଦୀପ ସିଂହ କହିଛନ୍ତି ଯେ ଆମର ଏହି ୬ଜଣ ସମ୍ମାନିତ ବିଧାୟକ କଂଗ୍ରେସ ଦଳରୁ ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ହେଲେ ଏବେ ଦଳ ବିରୋଧରେ ଯାଇ କ୍ରସ ଭୋଟିଂ କରିଥିଲେ।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories