www.samajalive.in
Monday, December 8, 2025
24.1 C
Bhubaneswar

ବିଜେପିରେ ସାମିଲ ହେଲେ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲାର ଟାଣୁଆ ନେତା ତଥା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ସାମିଲ ହୋଇଛନ୍ତି। ରାଜ୍ୟ କାର୍ଯ୍ୟାଳୟରେ ସହ ପ୍ରଭାରୀ ଲତା ଉସେଣ୍ଡି, ସାଂସଦ ଅପରାଜିତା ଷଡଙ୍ଗୀ ଓ ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ପଦ୍ମ ଦଳରେ ନିଜ ସମର୍ଥକଙ୍କ ସହ ସାମିଲ ହୋଇଛନ୍ତି ପ୍ରଶାନ୍ତ ଜଗଦ୍ଦେବ। ୨୦୧୪-୧୯ ପର୍ଯ୍ୟନ୍ତ ବିଜେଡିରୁ ବେଗୁନିଆ ବିଧାୟକ ରହିଥିଲେ। ୨୦୧୯ରେ ଚିଲିକାରୁ ଲଢି ବିଜୟ ହୋଇଥିଲେ ପ୍ରଶାନ୍ତ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories