www.samajalive.in
Saturday, December 6, 2025
17.1 C
Bhubaneswar

ଭୟାବହ ଅଗ୍ନିକାଣ୍ଡରେ ୪୪ଜଣ ଜୀବନ୍ତ ଦଗ୍ଧ, ୨୦ ଗୁରୁତର

ବାଂଲାଦେଶ: ରାଜଧାନୀରେ ଥିବା ଏକ ସାତମହଲା କୋଠାରେ ଭୟାବହ ଅଗ୍ନିକାଣ୍ଡେ ଘଟି ୪୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଗୁରୁତର ହୋଇଛନ୍ତି। ଢାକାର ଏହି ହୋଟେଲର ପ୍ରଥମ ମହଲାରେ ଥିବା ଏକ ରେଷ୍ଟୁରାଣ୍ଟରେ ନିଆଁ ବ୍ୟାପିଥିବା ଆଶଙ୍କା କରାଯାଉଛି। ଘଟଣାସ୍ଥଳରେ ୧୩ଟି ଦମକଳ ଗାଡି ପହଂଚି ନିଆଁକୁ ଆୟତ କରିବାକୁ ଉଦ୍ୟମ କରୁଛନ୍ତି। ଗ୍ରୀନ୍‍ କୋଜି ନାମକ ଏହି ସାତମହଲା କୋଠାରୁ ୭୫ଜଣଙ୍କୁ ଉଦ୍ଧାର କରାଯାଇଛି। ସମସ୍ତଙ୍କୁ ଢାକା ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଅଗ୍ନିକାଣ୍ଡ କିପରି ଘଟିଲା କାରଣ ସ୍ପଷ୍ଟ ହୋଇନାହିଁ। ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories