www.samajalive.in
Saturday, December 6, 2025
26.1 C
Bhubaneswar

୧୨ ଘଣ୍ଟିଆ ଠାକୁରମୁଣ୍ଡା ବନ୍ଦ ପାଳନ

ମୟୂରଭଞ୍ଜ: ବସଷ୍ଟାଣ୍ଡ ଓ ଶୌଚାଳୟ ନିର୍ମାଣ ଦାବିରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମୟୂରଭଞ୍ଜ ଠାକୁରମୁଣ୍ଡାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ସକାଳ ୬ଟାରୁ ଦୋକାନ ବଜାର ବନ୍ଦ ରହିଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯିବ। ବନ୍ଦ ପାଳନ ପାଇଁ ଉଦଳା-କରଞ୍ଜିଆ ଓ ଆନନ୍ଦପୁର-କରଞ୍ଜିଆ ରାସ୍ତା ଅବରୋଧ ଯୋଗୁଁ ଗାଡି ଚଳାଚଳ ପ୍ରଭାବିତ ହେବା ସହ ଦୋକାନ ବଜାର ବନ୍ଦ ରହିଛି। ଉତ୍ତେଜନା ଆଶଙ୍କାରେ ବିଭିନ୍ନ ସ୍ଥାନରେ ପୁଲିସ ମୁତୟନ ହୋଇ ପାଟ୍ରୋଲିଂ କଡାକଡି କରାଯାଇଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories