www.samajalive.in
Tuesday, December 9, 2025
17.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ବାଂଲାଦେଶର ଏକ ବ୍ୟାସାୟିକ ପ୍ରତିଷ୍ଠାନରେ ଭୟାବହ ଅଗ୍ନିକାଣ୍ଡ..

ଅଗ୍ନିକାଣ୍ଡରେ ୪୪ଜଣଙ୍କ ମୃତ୍ୟୁ, ୨୦ ଗୁରୁତର..

- Advertisement -

ଢାକାର ବେଲି ରୋଡ ସ୍ଥିତ ସାତମହଲା କୋଠାରେ ଅଗ୍ନିକାଣ୍ଡ..

କରଞ୍ଜିଆ: ୧୨ ଘଣ୍ଟିଆ ଠାକୁରମୁଣ୍ଡା ବନ୍ଦ..

ବସଷ୍ଟାଣ୍ଡ ଓ ଶୌଚାଳୟ ନିର୍ମାଣ ଦାବିରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବନ୍ଦ ପାଳନ..

ଖୁବଶୀଘ୍ର ୧୨୫ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିବ ବିଜେପି..

ଦିଲ୍ଲୀରେ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ..

ବିଳମ୍ବିତ ରାତି ଯାଏଁ ଚାଲିଥିଲା ବୈଠକ..

ଆଜି ବରମୁଣ୍ଡା ବସ୍‍ ଟର୍ମିନାଲ ହେବ ଲୋକାର୍ପଣ..

ଅପରାହ୍ନରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ..

ଇସ୍ରାଏଲ ସେନାର ଗୁଳିମାଡରେ ୧୦୪ ପାଲେଷ୍ଟାଇନ ନାଗରିକଙ୍କ ମୃତ୍ୟୁ..

ମାନବୀୟ ସହାୟତା ପାଇଁ ଅପେକ୍ଷା ବେଳେ ଆଇଡିଏଫର ଗୁଳିମାଡ..

ଉତ୍ତର ଗାଜାରେ ଖାଦ୍ୟ ପାଇଁ ଅପେକ୍ଷା ବେଳେ ଆଖିବୁଜା ଗୁଳିମାଡ..

ବଢିଲା କମର୍ସିଆଲ ଏଲପିଜି ଗ୍ୟାସ ସିଲିଣ୍ଡର ଦର..

୧୯ କେଜି କମର୍ସିଆଲ ସିଲିଣ୍ଡର ଦର ୨୫ଟଙ୍କା ବଢିଲା..

ଦିଲ୍ଲୀରେ ଗ୍ୟାସ ସିଲିଣ୍ଡର ୧୭୯୫ଟଙ୍କାକୁ ବୃଦ୍ଧି..

ବଢିଲା ଗଣଶିକ୍ଷକଙ୍କ ଦରମା..

ଓଟିଇଟି ପାସ୍‍ କରିନଥିବା ଗଣଶିକ୍ଷକଙ୍କ ଦରମା ବୃଦ୍ଧି କଲେ ରାଜ୍ୟ ସରକାର..

୭ହଜାରୁ ୧୦ହଜାର ଟଙ୍କାକୁ ବୃଦ୍ଧି..

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ..

ରାଉରକେଲାରେ ଇଡି ଚଢାଉ..

ବ୍ୟବସାୟୀ ଅଜୟ କଦମୱାଲାଙ୍କ କାର୍ଯ୍ୟାଳୟ ଓ ବାସଭବନରେ ଏକକାଳୀନ ଚଢାଉ..

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories