www.samajalive.in
Monday, December 8, 2025
13.1 C
Bhubaneswar

ଅନ୍ତର୍ଜାତୀୟ ହ୍ବିଲ ଚେୟାର ଦିବସ

ଭବାନୀପାଟଣା: ଆଜି ଅନ୍ତର୍ଜାତୀୟ ହ୍ବିଲ ଚେୟାର ଦିବସ। ଏହି ଅବସରରେ କଳାହାଣ୍ଡି ଏଡିଏମ ତନ୍ମୟ କୁମାର ଦରୱାନ ଏକ ହ୍ବିଲ ଚେୟାର ରେସ୍‌କୁ ପତାକା ଦେଖାଇ ଉଦଘାଟନ କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରୁ ବିଜୁ କଲ୍ୟାଣ ମଣ୍ଡପ ଯାଏଁ ଅନୁଷ୍ଠିତ ଏହି ହ୍ବିଲ ଚେୟାର ରେସ୍‌ରେ ପ୍ରାୟ ୫୫ ଜଣ ଭିନ୍ନକ୍ଷମ ସାମିଲ ହୋଇଥିଲେ। ଏହି ଅବସରରେ ଡିଆଇପିଆରଓ ମନୋଜ ବେହେରାଙ୍କ ସମେତ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅଧିକାରୀଗଣ ଯୋଗ ଦେଇଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories