www.samajalive.in
Sunday, December 7, 2025
26.1 C
Bhubaneswar

ବାଙ୍ଗାଲୋର କାଫେରେ ବିସ୍ଫୋରଣ, ୫ ଗୁରୁତର

ବାଙ୍ଗାଲୋର: ବାଙ୍ଗାଲୋରର ଏକ କାଫେରେ ରହସ୍ୟମୟ ବିସ୍ଫୋରଣ ଘଟିଛି। ଏଠାରେ ଏକ ବ୍ୟାଗରେ ଥିବା କିଛି ସନ୍ଦିଗ୍ଧ ବସ୍ତୁରେ ବିସ୍ଫୋରଣ ଘଟି ୫ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ହ୍ବାଇଟ୍‌ ଫିଲ୍ଡ ଅଞ୍ଚଳର ଆଇଟିପିଏଲ ରୋଡ୍‌ ନିକଟରେ ଥିବା ରାମେଶ୍ୱରମ କାଫେରେ ଏହି ବିସ୍ଫୋରଣ ଘଟିଥିବା ଜଣାପଡ଼ିଛି। ଘଟଣା ସମ୍ପର୍କରେ ସୂଚନା ପାଇ ଏଚଏଲସି ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚିଛି ତନାଘନା ଜାରି ରଖିଛି। ଅଗ୍ନିଶମ ବାହିନୀ ମଧ୍ୟ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି। ତେବେ ବିସ୍ଫୋରଣର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ରୂପେ ଜଣାପଡ଼ିନାହିଁ।

 

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories