www.samajalive.in
Tuesday, December 9, 2025
17.1 C
Bhubaneswar

ନବୀନ ନିବାସ ଘେରାଉ ଉଦ୍ୟମ: ପୁଲିସ-ଯୁବ କଂଗ୍ରେସ କର୍ମୀ ମୁହାଁମୁହିଁ

ଭୁବନେଶ୍ୱର: ନବୀନ ନିବାସ ଘେରାଉ କରିବାକୁ ଉଦ୍ୟମ କରିଥିଲେ ଯୁବ କଂଗ୍ରେସ କର୍ମୀ। ବିକ୍ଷୋଭ କରିବା ସହ ବ୍ୟାରିକେଡ ଭାଙ୍ଗି ନବୀନ ନିବାସ ଅଭିମୁଖେ ଯାଉଥିବା ବେଳେ ରାଜଭବନ ଛକରେ ପୁଲିସ ସେମାନଙ୍କୁ ଅଟକାଇଥିଲା। ଫଳରେ ଯୁବ କଂଗ୍ରେସ କର୍ମୀ ଓ ପୁଲିସ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା। ରାଜ୍ୟରେ ବେକାରୀ ସମସ୍ୟା, ଦୁର୍ନୀତି ଓ ଭଷ୍ଟ୍ରାଚାରକୁ ବିରୋଧ କରି ବିକ୍ଷୋଭ କରିଛନ୍ତି ଯୁବ କଂଗ୍ରେସ କର୍ମୀ। ବିକ୍ଷୋଭରେ ସାମିଲ ହୋଇ ଭାରତୀୟ ଯୁବ କଂଗ୍ରେସ ସଭାପତି ବି.ଭି ଶ୍ରୀନିବାସ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories