www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରଜାପିତା ବ୍ରହ୍ମକୁମାରୀ ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ମହାମହିମ

ଡେସ୍କ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନଆ ଓଡ଼ିଶା ଗସ୍ତରେ ଥିବାବେଳେ ଶୁକ୍ରବାର ସେ କଟକରେ ପହଞ୍ଚିଛନ୍ତି। କଟକ ଇନ୍‌ଡୋର୍‌ ଷ୍ଟାଡିୟମରେ ଆୟୋଜିତ ପ୍ରଜାପିତା ବ୍ରହ୍ମକୁମାରୀର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେଇଛନ୍ତି। କାର୍ଯ୍ୟକ୍ରମରେ ତାଙ୍କ ସହ ରାଜ୍ୟପାଳ ରଘୁବର ଦାସଙ୍କ ସମେତ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରମୁଖ ଉପସ୍ଥିତ ଅଛନ୍ତି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories