www.samajalive.in
Monday, December 15, 2025
24.1 C
Bhubaneswar

ମାର୍ଚ୍ଚ ୫ରେ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର: ମାର୍ଚ୍ଚ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ମୁଖ୍ୟ ସଚିବ ଆଜି ସମୀକ୍ଷା କରିଛନ୍ତି। ଲୋକସଭା ଭବନରେ ପ୍ରଶାସନିକ ପ୍ରସ୍ତୁତି, ସୁରକ୍ଷାର ସମୀକ୍ଷା କରିଛନ୍ତି ମୁଖ୍ୟ ସଚିବ। ମାର୍ଚ୍ଚ ୫ ତାରିଖ ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ।

ସେଠାରୁ ହେଲିକପ୍ଟର ଯୋଗେ ଚଣ୍ଡିଖୋଲ ଯାତ୍ରା କରି ସେଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଭାଗ ନେବେ। ଏହି ଅବସରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏକ ସାଧାରଣସଭାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସନ୍ଧ୍ୟାରେ ଭୁବନେଶ୍ବର ପ୍ରତ୍ୟାବର୍ତ୍ତନ କରି ଦିଲ୍ଲୀ ଫେରିଯିବେ ବୋଲି ସୂଚନା ମିଳିଛି।

Hot this week

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

Related Articles

Popular Categories