କେନ୍ଦ୍ରାପଡ଼ା: ଇନ୍ଦୁପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ ଘଟିଛି। ଇନ୍ଦୁପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମେଡ଼ିସିନ ଷ୍ଟକ ରୁମରେ ଅଗ୍ନିକାଣ୍ଡ ଘଟି ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିିଛି। ମେଡ଼ିସିନ ଷ୍ଟକ ରୁମରେ ନିଆଁ ଲାଗିଥିବା ସହ ପ୍ରବଳ ଧୂଆଁ ବାହାରୁଛି। ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବାହିନୀଙ୍କ ନିଆଁ ଲିଭା ଉଦ୍ୟମ ଜାରି ରଖିଛନ୍ତି। ସର୍ଟସର୍କିଟରୁ ମେଡ଼ିସିନ ଷ୍ଟକ ରୁମରେ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।
Popular Categories



