www.samajalive.in
Sunday, December 7, 2025
26.1 C
Bhubaneswar

ଫାଇଭ-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କ ଗସ୍ତ ପୂର୍ବରୁ କଂଗ୍ରେସ ନେତା ଅଟକ

ଟିଟଲାଗଡ: ଆଜି (ରବିବାର) ଫାଇଭ୍ ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ ଟିଟଲାଗଡ ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ପାଣ୍ଡିଆନଙ୍କ ଗସ୍ତକୁ ନେଇ ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଏନେଇ ସହର ସାରା ପୁଲିସ ଛାଉଣୀରେ ପରିଣତ ହୋଇଛି । ଅନ୍ୟପକ୍ଷରେ ଟିଟିଲାଗଡ଼ ଜିଲ୍ଲା ଦାବୀ ତଥା ଅନ୍ୟ ସ୍ଥାନୀୟ ସମସ୍ୟା ନେଇ କଂଗ୍ରେସ ଦଳ ପାଣ୍ଡିଆନଙ୍କ ଗସ୍ତକୁ ବିରୋଧ କରିବା କାର୍ଯ୍ୟକ୍ରମ ରହିଥିଲା । ଏନେଇ କଂଗ୍ରେସ ନେତା ବୀରେନ୍ଦ୍ର ବାଗ ତଥା କଂଗ୍ରେସ କର୍ମୀ ପ୍ରସ୍ତୁତି ଚଳାଇଥିବା ଖବର ପାଇ ଟିଟିଲାଗଡ଼ ଥାନା ଅଧିକାରୀ ଅବନୀ ସାହୁଙ୍କ ନେତୃତ୍ୱରେ ପୁଲିସ୍  ବଳ ପହଞ୍ଚି ଟିଟିଲାଗଡ଼ କଚେରୀ ଛକ ନିକଟରୁ ବୀରେନ୍ଦ୍ର ଏବଂ ତାଙ୍କ ସମର୍ଥକଙ୍କୁ ଉଠାଇ ନେଇଥିବା ସୂଚନା ମିଳିଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories