www.samajalive.in
Saturday, December 13, 2025
18.1 C
Bhubaneswar

ଡିଆରଡିଓ ଅଫିସ ପରିସରରେ ଯବାନଙ୍କ ଆତ୍ମହତ୍ୟା

ମହାକାଳପଡା: କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ କିଆରବାଙ୍କ ସ୍ଥିତ ଡିଆରଡିଓ ଅଫିସରେ ଅଘଟଣ। ଜଣେ ଯବାନ ନିଜକୁ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତ ଯବାନ ଜଣକ ରାଜେଶ୍ କରନ ବୋଲି ଜଣାପଡିଛି। ତାଙ୍କ ଘର ତାମିଲନାଡୁରେ। ତେବେ ବର୍ତ୍ତମାନ୍ ପର୍ଯ୍ୟନ୍ତ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories